Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାରିପଦା ସହର ମଧ୍ୟରୁ ୧୮ ଲକ୍ଷର ଧଳା ଜହର ଜବତ

by ସଞ୍ଜୟ ସ୍ୱାଇଁ
October 10, 2022
in Crime, State
ବାରିପଦା ସହର ମଧ୍ୟରୁ ୧୮ ଲକ୍ଷର ଧଳା ଜହର ଜବତ
13
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ବାରିପଦା ସହର ଭିତରୁ ଧଳା ଜହର ଜବତ । ରାଜ୍ୟ ଅବକାରୀ ବିଭାଗର ୧୨ ଜଣିଆ ୨ ଗୋଟି ସ୍ବତନ୍ତ୍ର ଫ୍ଲାଇଙ୍ଗ୍ ଟିମ୍ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଆଜି ସକାଳୁ ସହରର ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ। ଚଢାଉ ସମୟରେ ୨୦ ନମ୍ବର ୱାର୍ଡ ଶୁନଗଡିଆ ଅଞ୍ଚଳରୁ ବ୍ରାଉନସୁଗାର ଜବତ କରିବାରେ ସଫଳ ହୋଇଛି ଟିମ୍‌ । ଜବତ ହୋଇଥିବା ବ୍ରାଉନସୁଗାରର ପରିମାଣ ୧୮୨ ଗ୍ରାମ ହୋଇଥିବା ବେଳେ ଏହାର ଆନୁମାନିକ ମୁଲ୍ୟ ୧୮ ଲକ୍ଷ ୨୦ ହଜାର ଟଙ୍କା ହେବ ବୋଲି ବିଭାଗୀୟ ସୁତ୍ରରୁ ସୂଚନା ମିଳିଛି। ଏଥି ସହିତ ବ୍ୟବସାୟରେ ଜଡିତ ଜଣେ ମହିଳାଙ୍କୁ ଗିରଫ କରିଛି ବିଭାଗ । ଗିରଫ ମହିଳା ଜଣକ ସ୍ଥାନୀୟ ଅଞ୍ଚଳର ହାପୋ ଘଡେଇ (୩୦)। ତେବେ ଏହାକୁ ନେଇ ରାଜ୍ୟ ଅବକାରୀ ଫ୍ଲାଇଙ୍ଗ ଟିମ୍ ପକ୍ଷରୁ କେଶ ନମ୍ବର ୨୯୧/୨୨ ରେ ଏକ ମାମଲା ରୁଜୁ କରାଯାଇଛି। ଗିରଫ ମହିଳାଙ୍କ ଡାକ୍ତରୀ ମାଇନା ହେବାପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ସ୍ଵତନ୍ତ୍ର ବିଭାଗ ଜଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!