Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୧ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୨ ବେପାରୀ ଗିରଫ

by ସଞ୍ଜୟ ସ୍ୱାଇଁ
November 5, 2022
in Crime, State
ଢେଙ୍କାନାଳ ଜିଲ୍ଲାରୁ ଜବତ ହେଲା ବ୍ରାଉନସୁଗର
98
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ପୁଣି କଟକ ସହରରୁ ଜବତ ହେଲା ୧୧ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର। ଲାଲବାଗ ଥାନା ପୋଲିସ ଦୁଇ ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ଏହି ବ୍ରାଉନସୁଗାର ଜବତ କରିଛି।ଗତ କାଲି ରାଧାନାଥ ଟ୍ରେନିଙ୍ଗ କଲେଜ ନିକଟରେ ଏହି ଦୁଇ ବେପାରୀ ଥିବା ଖବର ପାଇ ଚଢାଉ କରିଥିଲା ପୋଲିସ। ପୋଲିସ ୧୧ ଲକ୍ଷର ବ୍ରାଉନସୁଗାର ସହ ଦୁଇଟି ମଟର ସାଇକେଲ ଓ ଦୁଇଟି ମୋବାଇଲ ଜବତ କରିଥିଲା।ଗିରଫ ଦୁଇ ଅଭିଯୁକ୍ତ ହେଲେ ସାଲେପୁରର ପ୍ରଶାନ୍ତ କୁମାର ନନ୍ଦ ଓ ଗୋବିନ୍ଦପୁର ର ଜ୍ୟୋତି ରଞନ ବାରିକ।ଗିରଫ ଦୁଇ ଅଭିଯୁକ୍ତ ବାଲେଶ୍ବର ଜଳେଶ୍ବର ଅଞ୍ଚଳରୁ ବ୍ରାଉନସୁଗାର ଆଣି ଏଠାରେ ବିକ୍ରି କରୁଥିବା କହିଛନ୍ତି ଡିସିପି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!