Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ କ୍ୱାର୍ଟରରେ ୧ କୋଟିର ବ୍ରାଉନ୍‌ସୁଗାର

by ସଞ୍ଜୟ ସ୍ୱାଇଁ
May 21, 2023
in Crime, State
ଢେଙ୍କାନାଳ ଜିଲ୍ଲାରୁ ଜବତ ହେଲା ବ୍ରାଉନସୁଗର
202
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ଥମୁନି ବ୍ରାଉନସୁଗାର କାରବାର । ପୁଣି ଥରେ ଭୁବନେଶ୍ୱରରୁ ଜବତ ହେଲା ଧଳାଜହର । ତାହାପୁଣି ଏକ ସରକାରୀ କ୍ୱାଟରରୁ ମିଳିଛି । ପ୍ରାୟ ୧ କୋଟିର ଧଳାଜହର ଜବତ ହୋଇଛି । ଭୁବନେଶ୍ୱର ୟୁନିଟ-୮ ସ୍ଥିତ ଏକ ସରକାରୀ ବାସଭବନରୁ ଏକ କେଜିରୁ ଅଧିକ ବ୍ରାଉନ୍‌ସୁଗାର ଜବତ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍ । ଯାହାର ମୂଲ୍ୟ ୧ କୋଟି ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି । ତେବେ ଏହି ସରକାରୀ କ୍ୱାର୍ଟରରେ ଏତେ ପରିମାଣର ବ୍ରାଉନସୁଗାର କେଉଁ ଆଡୁ ଆସିଲା । ତାକୁ ନେଇ ବଡ଼ ପ୍ରଶ୍ନ ଉଠିଛି । ତେବେ ଏବେ ଯାଏଁ ଏହି ଘଟଣାରେ କାହାରିକୁ ବି ଗିରଫ କରାଯାଇନଥିବା ସୂଚନା ମିଳିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍‌ର ସହଯୋଗ ନିଆଯିବାର ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!