Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସଟିଏଫ ହାତରେ ବ୍ରାଉନ ସୁଗାର ବେପାରୀ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
May 1, 2021
in Crime, State
ଏସଟିଏଫ ହାତରେ ବ୍ରାଉନ ସୁଗାର ବେପାରୀ, ୨ ଗିରଫ
100
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କ୍ରାଇମବ୍ରାଞ୍ଚ ଏସଟିଏଫ ହାତରେ ବ୍ରାଉନ ସୁଗାର ବେପାରୀ । ଏକ କୋଟି ୩୬ ଲକ୍ଷ ଟଙ୍କାର ଧଳା ଜହର ଜବତ କରିଛି ଏସଟିଏଫ । ଏଥିସହ ୨ ଜଣ ଧଳା ଜହର ବ୍ୟବସାୟୀଙ୍କୁ ଗିରଫ କରିଛି ଏସଟିଏଫ । ସେମାନେ ହେଲେ ବାଲେଶ୍ୱର ଆନନ୍ଦ ବଜାର ଅଞ୍ଚଳର ମାନସ ମୁଖୀ ଓ ହରିପୁରର କମଳାକାନ୍ତ ଦାସ । ସେମାନଙ୍କ ନିକଟରୁ ଏକ କିଲୋ ୩୬୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ଏସଟିଏଫ । ଚଳିତ ବର୍ଷ ୩୦ କେଜିରୁ ଅଧିକ ଧଳା ଜହର ଜବତ ହେଲାଣି । ଏହାର ଚେର କୁଆଡେ ଲମ୍ବିଛି ତାହାକୁ ନେଇ କ୍ରାଇମବ୍ରାଞ୍ଚ ଏସଟିଏଫ ତଦନ୍ତ କରୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!