Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୦ ଲକ୍ଷର ବ୍ରାଉନସୁଗାର ଜବତ

by ସଞ୍ଜୟ ସ୍ୱାଇଁ
June 18, 2021
in Crime, State
୫୦ ଲକ୍ଷର ବ୍ରାଉନସୁଗାର ଜବତ
208
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ରାଜଧାନୀରେ ବଢି ଚାଲିଛି ଧଳା ଜହର କାରବାର। ଦିନକୁ ଦିନ ସକ୍ରିୟ ହେଉଛନ୍ତି ବ୍ରାଉନସୁଗାର ମାଫିଆ। ଭୁବନେଶ୍ଵରରୁ ପୁଣି ବ୍ରାଉନ ସୁଗାର ଜବତ କରିଛି କମିଶନରେଟ ପୋଲିସ। ପ୍ରାୟ ୫୦୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଥିବା ସୂଚନା ମିଳିଛି । କମିଶନରେଟ୍ ପୋଲିସକୁ ବଡ଼ ସଫଳତା। ଭୁବନେଶ୍ଵରରୁ ପ୍ରାୟ ୫୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି କମିଶନରେଟ୍ ପୋଲିସ। ବାଲେଶ୍ଵରରୁ ଆଣୁଥିବା ବେଳେ ଚେକିଂ ବେଳେ କମିଶନରେଟ ପୋଲିସ ଧରିଛି। ନେଟୱାର୍କରେ କେଉଁମାନଙ୍କର ହାତ ରହିଛି ସେନେଇ କମିଶନରେଟ ପୋଲିସ ଛାନଭିନ୍ କରୁଛି । ସେପଟେ ଏହି ଚେର କେଉଁ ଆଡେ ଲମ୍ବିଛି ସେନେଇ ପୋଲିସ ତନାଘନା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!