Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ କୋଟିର ବ୍ରାଉନସୁଗାର ଜବତ କଲା ଏସଟିଏଫ୍

by ସଞ୍ଜୟ ସ୍ୱାଇଁ
June 24, 2021
in Crime, State
୨ କୋଟିର ବ୍ରାଉନସୁଗାର ଜବତ କଲା ଏସଟିଏଫ୍
70
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ଏସଟିଏଫ ପଞ୍ଝାରେ ବ୍ରାଉନସୁଗାର ବେପାରୀ। ବାଲେଶ୍ବର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବ୍ରାଉନସୁଗାର କାରବାରର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାଲେଶ୍ବର ବସ୍ତା ଅଞ୍ଚଳରୁ ଜଣେ ବେପାରୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ। ଏ ନେଇ ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ। ଆଜି କ୍ରାଇମବ୍ରାଞ୍ଚ ଏସଟିଏଫ ଜଣେ ବ୍ରାଉନସୁଗାର ବେପାରୀକୁ ଧରିଛି। ବେପାରୀକୁ ଗିରଫ କରିବା ସହ ୨ କେ.ଜି. ୧୨ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ଏସଟିଏଫ। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!