Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୌଦ୍ଧରୁ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ

by ସଞ୍ଜୟ ସ୍ୱାଇଁ
March 18, 2025
in Crime, State
ବୌଦ୍ଧରୁ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ
64
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆଦର୍ଶ ଥାନା ପୋଲିସକୁ ବଡ଼ ସଫଳତା । ବିପୁଳ ପରିମାଣରେ ବ୍ରାଉନ ସୁଗାର ଜବତ କଲା ବୌଦ୍ଧ ଆଦର୍ଶ ଥାନା ପୋଲିସ। ୨୨.୭୬ ଗ୍ରାମ ଓଜନର ବ୍ରାଉନ ସୁଗାର ଜବତ ସହିତ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ହୋଇଥିବା ତିନି ଜଣ ଯୁବକ ହେଉଛନ୍ତି ବୌଦ୍ଧ ଜିଲ୍ଲାର ପ୍ରଭାକର ପରିଡ଼ା, ଶିବାନନ୍ଦ ଗହିର ଓ ପ୍ରିତମ ଦେହୁରୀ ବୋଲି ଜଣାପଡିଛି । ଏଥିସହ ଅଭିଯୁକ୍ତଙ୍କ ଠାରୁ ନଗଦ ୧୫ ହଜାର ୯ ଶହ ଟଙ୍କା ମଧ୍ୟ ଜବତ ହୋଇଛି । ସୂଚନା ଅନୁଯାୟୀ, ବ୍ରାଉନ ସୁଗାର ବେପାର ହେଉଥିବା ନେଇ ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା । ଏନେଇ ରଇଠାଣି ଛକ ରାମଜୋଇ ପୋଲ ନିକଟରେ ପୋଲିସ ଚଢାଉ କରିଥିଲା । ସେଠାରେ ତିନି ଜଣ ଅଭିଯୁକ୍ତ ବ୍ରାଉନ ସୁଗାର କାରବାର କରୁଥିବା ବେଳେ ସେମାନଙ୍କୁ ପୋଲିସ ଗିରଫ କରିଛି।ସେମାନଙ୍କ ନିକଟରୁ ୨୨.୭୬ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କା ହେବା ନେଇ ଏସପି ସୂଚନା ଦେଇଛନ୍ତି । ତେବେ ଗିରଫ ଅଭିଯୁକ୍ତମାନେ ବାଲେଶ୍ଵର ଜିଲ୍ଲା ଜଳେଶ୍ବର ଅଞ୍ଚଳରୁ ବ୍ରାଉନ ସୁଗାର୍ ଆଣି ବୌଦ୍ଧ ଜିଲ୍ଲାରେ ବିକ୍ରି କରୁଥିବା ନେଇ କହିଛନ୍ତି ଏସପି । ତେବେ ଆଗାମୀ ଦିନରେ ଏହାକୁ ଜିଲ୍ଲାରୁ କିଭଳି ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯିବ ସେ ଦିଗରେ ପୋଲିସ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବ ବୋଲି ଏସପି ରାହୁଲ ଗୋଏଲ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!