Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନସୁଗାର ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
December 28, 2024
in Crime, Nayagarh, State
ବ୍ରାଉନସୁଗାର ଜବତ, ଜଣେ ଗିରଫ
417
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପୁଲିସର ସ୍ୱତନ୍ତ୍ର ସ୍କ୍ୱାଡ ଓ ରାଜସୁନାଖଳା ଫାଣ୍ଡି ପୁଲିସକୁ ମିଳିଛି ବଡ଼ ସଫଳତା । ଜଣେ ବ୍ରାଉନସୁଗାର ବେପାରୀକୁ ବାନ୍ଧିବାରେ ସଫଳ ହୋଇଛି । ନୟାଗଡ଼ ପୁଲିସର ସ୍ୱତନ୍ତ୍ର ସ୍କ୍ୱାଡ ଓ ରାଜସୁନାଖଳା ଫାଣ୍ଡି ପକ୍ଷରୁ ମିଳିତ କରାଯାଇ ସୁନାଖଳା ପାଖରେ ଥିବା ଖିଲାମୁଣ୍ଡା ମନ୍ଦୀର ପାଖରୁ ଜଣକୁ ଗିରଫ କରାଯାଇଛି । ତାଙ୍କ ଠାରୁ ୭ ଗ୍ରାମ ୫୦ ମିଲିଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି । ନୟାଗଡ଼ ଜିଲ୍ଲା ସରଣକୁଳ ଥାନା ନରେନ୍ଦ୍ରପୁର ଗ୍ରାମ (ମାଳିସାହି) ର ଧନେଶ୍ୱର ରାଉତଙ୍କ ପୁଅ କାଳିଆ ରାଉତଙ୍କୁ ପୁଲିସ ଗିରଫ କରିଛି । ସେ ଏହି ବ୍ରାଉନସୁଗାର ଖୋର୍ଦ୍ଧାରୁ ସରଣକୁଳ ଆଣୁଥିଲେ । ରଣପୁର ଥାନାରେ ୪୧୩/୨୭ ରେ ମାମଲା ରୁଜୁ କରାଯାଇ ତାଙ୍କୁ ଗିରଫ କରାଯାଇ କୋର୍ଟ ଫରୁୱାର୍ଡ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!