Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନ

by ସଞ୍ଜୟ ସ୍ୱାଇଁ
October 4, 2021
in State
ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନ
61
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାରଳାଖେମୁଣ୍ଡି ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଏହାସହ ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟର ଉଦଘାଟନ ସହ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରିକ୍ସାବାଲାଠୁ ଜନଜାତି ସମସ୍ତଙ୍କ ଜୀବନ ମୂଲ୍ୟବାନ । ଅର୍ଥାଭାବରୁ କେହି ଚିକିତ୍ସାରୁ ବଞ୍ଚିତ ନହୁଅନ୍ତୁ । ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଆପଣଙ୍କ ଦୁଃଖ ଦୂର କରିବ ବୋଲି ନବୀନ କହିଛନ୍ତି । ଗଜପତି ଜିଲ୍ଲାରେ ମୋଟ୍ ୯୬ ହଜାର ହିତାଧିକାରୀଙ୍କୁ ଚୟନ କରି ତାଲିକା ଭୁକ୍ତ କରାଯାଇଥିବା ବେଳେ ଏହା ଦ୍ବାରା ପ୍ରାୟ ୪ ଲକ୍ଷରୁ ଉର୍ଦ୍ଧ୍ବ ଲୋକ ଉପକୃତ ହେବେ । ସେହିଭଳି ୭୯୬ କୋଟି ଟଙ୍କାର ମୋଟ ୩୬ଟି ପ୍ରକଳ୍ପର ଉଦଘାଟନ କରାଯାଇଛି । ଏଥିରେ ଅନେକ ମେଗା ପ୍ରକଳ୍ପ ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!