Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜୁ ସ୍ବାସ୍ଥ୍ୟ ବୀମା କାର୍ଡଧାରୀ ସମସ୍ତ ବ୍ୟକ୍ତିଙ୍କୁ ୫ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ

by ସଞ୍ଜୟ ସ୍ୱାଇଁ
November 9, 2021
in Health, State
ବିଜୁ ସ୍ବାସ୍ଥ୍ୟ ବୀମା କାର୍ଡଧାରୀ ସମସ୍ତ ବ୍ୟକ୍ତିଙ୍କୁ ୫ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ
29
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ପଞ୍ଜୀକୃତ ଥିବା ସମସ୍ତ ଘରୋଇ ଚିକିତ୍ସାଳୟ ସରକାରଙ୍କ ନିୟମ ଅନୁଯାୟୀ ୫ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମାଗଣାରେ କାର୍ଡଧାରୀଙ୍କୁ ଚିକିତ୍ସା ଯୋଗାଇ ଦେବେ । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ । ଉଲ୍ଲେଖଯୋଗ୍ୟ ଯେ, କଟକ ସିଡିଏର ଏକ ଘରୋଇ ହସ୍ପିଟାଲରେ ଜଣେ କିଡନୀ ଡାଇଲେସିସ ରୋଗୀ ଗୁରୁତର ଅବସ୍ଥାରେ ପହଞ୍ଚି ଥିଲେ । ରୋଗୀଙ୍କ ସମ୍ପର୍କୀୟ ହସ୍ପିଟାଲରେ ବିଜୁ ସ୍ବାସ୍ଥ୍ୟ ବୀମା କାର୍ଡ ଦେଖାଇଥିଲେ । ହସ୍ପିଟାଲ କର୍ତ୍ତୃପକ୍ଷ ଏହି କାର୍ଡକୁ ଗ୍ରହଣ କରିନଥିଲେ। ଚିକିତ୍ସା ପାଇଁ ତୁରନ୍ତ ୩୦ ହଜାର ଟଙ୍କା ଜମା ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଇତିମଧ୍ୟରେ ହସ୍ପିଟାଲରେ ରୋଗୀଙ୍କ ପରିବାର ୭୦ ହଜାର ଟଙ୍କା ଜମା ଦେଇ ସାରିଲେଣି । ରୋଗୀଙ୍କ ପକ୍ଷରୁ ଏ ନେଇ ହାଇକୋର୍ଟରେ ଏକ ପିଟିସନ ଦାୟର କରାଯାଇଥିଲା । ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ବିଜୁ ସ୍ବାସ୍ଥ୍ୟ ବୀମା କାର୍ଡଧାରୀ ସମସ୍ତ ବ୍ୟକ୍ତିଙ୍କୁ ୫ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ଏହି ଯୋଜନାରେ ପଞ୍ଜିକୃତ ଥିବା ସମସ୍ତ ଘରୋଇ ହସ୍ପିଟାଲ ବାଧ୍ୟ ବୋଲି ସ୍ପଷ୍ଟ କରିଛନ୍ତି। ଏହାସହ ସଂପୃକ୍ତ ହସ୍ପିଟାଲ ରୋଗୀଙ୍କଠାରୁ ନେଇଥିବା ୭୦ ହଜାର ଟଙ୍କା ଫେରାଇକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!