Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଥର ପେପରଲେସ୍‌ ବଜେଟ୍

by ସଞ୍ଜୟ ସ୍ୱାଇଁ
February 1, 2021
in Feature News
ଏଥର ପେପରଲେସ୍‌ ବଜେଟ୍
138
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଏଥର ପେପରଲେସ୍‌ ବା କାଗଜବିହୀନ ବଜେଟ୍ ଉପସ୍ଥାପନ କରାଯିବ। ପୂର୍ବାହ୍ନ ୧୧ରେ ବଜେଟ୍ ଉପସ୍ଥାପନ କରାଯିବ। ଏହା ପ୍ରଥମ ବଜେଟ୍ ‌ହୋଇଥିବାରୁ ଅନେକ ରିହାତି ମିଳିପାରେ ‌ବୋଲି ସମାଜର ବିଭିନ୍ନ ବର୍ଗ ଅନାଇ ବସିଛନ୍ତି। ‌ବ୍ୟକ୍ତିଗତ ଆୟକରରେ ରିହାତି ମିଳିବ ବୋଲି ମଧ୍ୟବିତ୍ତ ବର୍ଗ ଓ ବେତନଭୋଗୀମାନଙ୍କର ଆଶା ରହିଛି। ମହାମାରୀ ସମୟରେ ଅନେକ ଲୋକ ଜୀବିକା ହରାଇଥିବାରୁ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ନେଇ କିଛି ନୂଆ ଯୋଜନା‌ କିମ୍ବା ସ୍କିମ୍ ଘୋଷଣା ହେବାର ସମ୍ଭାବନା ରହିଛି। ବିଶେ‌ଷ କରି ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ଘୋଷଣା ଆଶା କରାଯାଉଛି। ଶିକ୍ଷା, ସ୍ବାସ୍ଥ୍ୟ ଓ ଗ୍ରାମୀଣ ବିକାଶ ପାଇଁ ବ୍ୟୟବରାଦ ବଢ଼ିବାର ସମ୍ଭାବନା ରହିଛି। କିନ୍ତୁ ବଜେଟରେ ସେମାନଙ୍କର ଆଶା କେତେ ଦୂର ପୂରଣ ହେଉଛି ତାହା ଉପରେ ‌ସମସ୍ତଙ୍କର ନଜର ରହିଛି। ଯଦି ବଜେଟ୍‌ରେ ସେଭଳି କିଛି ଘୋଷଣା କରାଯିବ ତେବେ ରାଜ୍ୟଗୁଡ଼ିକ ତାହାର ପ୍ରତିବାଦ କରିବେ ବୋଲି ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!