Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଲା ଷଣ୍ଢକୁ ହାଣି ଲହୁଲୁହାଣ କଲା ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
May 24, 2025
in State
ବୁଲା ଷଣ୍ଢକୁ ହାଣି ଲହୁଲୁହାଣ କଲା ଦୁର୍ବୃତ୍ତ
45
VIEWS
Share on FacebookShare on Twitter

କଟକ ସଦର, (ବାଘୁଆବାର୍ତ୍ତା): ମରିଗଲା ମାନବିକତା। ଟପିଗଲା ନୃଶଂସତାର ସବୁ ସୀମା। ବୁଲା ଷଣ୍ଢକୁ ଅମାନୁଷିକ ଭାବେ ଆକ୍ରମଣ। କଟକ ଗତିରାଉତପାଟଣା ଠାରେ ଏଭଳି ଘଟଣା ଘଟିଛି। ଏକ ବୁଲା ଷଣ୍ଢକୁ କେହି ଦୁର୍ବୃତ୍ତ ଅତି ନିର୍ଦ୍ଦୟ ଭାବେ ହାଣି ଲହୁଲୁହାଣ କରିଛି। ଷଣ୍ଢଟିକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ଏନେଇ କଟକ ପୂର୍ବାଞ୍ଚଳ ଶାଖା ହିନ୍ଦୁ ସେନା ପକ୍ଷରୁ ସିଆରଆରଆଇ ଥାନାରେ ଏତଲା ଦିଆଯାଇଛି। ଗତ ମାର୍ଚ୍ଚ ମାସରେ ବିରିବାଟୀ ଠାରେ ମଧ୍ୟ ଏଭଳି ସମାନ ଘଟଣା ଦେଖିବାକୁ ମିଳିଥିଲା। ତେଣୁ ବୁଲା ଷଣ୍ଢଙ୍କୁ କେହି ଜାଣିଶୁଣି ଏଭଳି ଲହୁଲୁହାଣ କରୁଥିବା ନେଇ ହିନ୍ଦୁସେନା ତରଫରୁ ଅଭିଯୋଗ ହୋଇଛି। ଏହାର ଉପଯୁକ୍ତ ତଦନ୍ତ ଦାବି କରାଯାଇଛି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!