Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ବାର୍ ଉପରକୁ ଗୁଳି ଏବଂ ବୋମାମାଡ଼

by ସଞ୍ଜୟ ସ୍ୱାଇଁ
May 10, 2025
in Crime, State
ରାଜଧାନୀରେ ବାର୍ ଉପରକୁ ଗୁଳି ଏବଂ ବୋମାମାଡ଼
63
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ଗୁଳିକାଣ୍ଡ । ଡମଣା ଛକ ସ୍ଥିତ ଏକ ବାର୍ ଉପରକୁ ଗୁଳି ଓ ବୋମାମାଡ କଲେ ଦୁର୍ବୃତ୍ତ । ଗୁଳିକାଣ୍ଡ ପରେ ଘଟଣା ସ୍ଥଳରୁ ଫେରାର ହେଲେ ଦୁର୍ବୃତ୍ତ । ଗୁଳିମାଡ଼ରେ ଜଣେ ବ୍ୟକ୍ତି ଗୁରୁତର । ଘଟଣା ସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସର ତଦନ୍ତ ଆରମ୍ଭ । ସୂଚନା ମୁତାବକ, ଭୁବନେଶ୍ୱରର ଡମଣା ସ୍ଥିତ ଏକ ବାର୍ ଶୁକ୍ରବାର ବିଳମ୍ୱିତ ରାତି ପର୍ଯ୍ୟନ୍ତ ଖୋଲାଥିଲା । ଏହାରି ମଧ୍ୟରେ କିଛି ଦୁର୍ବୃତ୍ତ ଆସି ଉକ୍ତ ବାର୍ ଉପରକୁ ଗୁଳି ସହ ବୋମାମାଡ଼ ମଧ୍ୟ କରିଥିଲେ । ଏଥିରେ ଜଣେ ବ୍ୟକ୍ତି ମଧ୍ୟ ଗୁରୁତର ହୋଇଥିଲେ । ଏନେଇ ଖବର ପାଇବା ପରେ ଘଟଣା ସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଞ୍ଚିଛି । ହେଲେ ଏହାରି ଭିତରେ ଦୁର୍ବୃତ୍ତମାନେ ଘଟଣା ସ୍ଥଳରୁ ଫୋରାର ହୋଇଯାଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରି ସମସ୍ତ ସିସିଟିଭି ଯାଞ୍ଚ କରୁଛି ପୋଲିସ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!