Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଗିଲା ନିଆଁ, ୭ ଗୋରୁ ଜୀବନ୍ତ ଦଗ୍ଧ

by ସଞ୍ଜୟ ସ୍ୱାଇଁ
May 26, 2025
in State
ଲାଗିଲା ନିଆଁ, ୭ ଗୋରୁ ଜୀବନ୍ତ ଦଗ୍ଧ
13
VIEWS
Share on FacebookShare on Twitter

ଚାନ୍ଦବାଲି, (ବାଘୁଆବାର୍ତ୍ତା): ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସିରେ ଭୀଷଣ ଅଗ୍ନିକାଣ୍ଡ । ରବିବାର ବିଳମ୍ବିତ ରାତିରେ ୱାର୍ଡ ନଂ-୧୩ ଗୋଲାଆଡ଼ିଆ ତଳବସ୍ତିରେ ଏକ ଗୋରୁ ଗୁହାଳରେ ନିଆଁ ଲାଗିଥିଲା । ଏହି ଭୟାବହ ଅଗ୍ନିକାଣ୍ଡରେ ୭ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ରହିଛି ଖବର ପାଇ ଚାନ୍ଦବାଲି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ଗୁହାଳଟି ସମ୍ପୂର୍ଣ୍ଣ ଭାବେ ପୋଡ଼ି ପାଉଁଶ ହୋଇଯାଇଥିଲା । ସୂଚନା ମୁତାବକ, ରବିବାର ରାତିରେ ଶେଖ୍ ୟୁସୁବ ଅଲ୍ଲୀଙ୍କ ଗୋରୁ ଗୁହାଳ ହଠାତ୍ ନିଆଁ ଲାଗିଯାଇଥିଲା । କେହି କିଛି ଭାବିବା ପୂର୍ବରୁ ନିଆଁ ପୂରା ଗୁହାଳରେ କାୟା ମେଲାଇଥିଲା । ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ ଗୋରୁଙ୍କୁ ଉଦ୍ଧାର କରିବା ସମ୍ଭବ ହୋଇପାରିନଥିଲା । ଯାହା ଫଳରେ ୭ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ଖବର ପାଇ ଚାନ୍ଦବାଲି ଅଗ୍ନିଶମ ବାହିନୀ ପହଞ୍ଚିଲା ବେଳକୁ ସବୁକିଛି ପୋଡ଼ି ପାଉଁଶ ହୋଇଯାଇଥିଲା ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!