Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ବଢ଼ିଲା ବସ୍ ଭଡ଼ା

by ସଞ୍ଜୟ ସ୍ୱାଇଁ
October 16, 2021
in State
ରାଜ୍ୟରେ ବଢ଼ିଲା ବସ୍ ଭଡ଼ା
391
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ପୁଣି ବଢ଼ିଲା ବସ୍ ଭଡ଼ା । ସାଧାରଣ ଓ ଏକ୍ସପ୍ରେସ ବସରେ ଭଡ଼ା କିଲୋମିଟର ପ୍ରତି ୩ ପଇସା ବୃଦ୍ଧି ହୋଇଛି । ସାଧାରଣ ବସରେ ଯାତ୍ରା କଲେ ଏଣିକି କିଲୋମିଟର ପ୍ରତି ୯୨ ପଇସା ଦେବାକୁ ହେବ । ପୂର୍ବରୁ ସାଧାରଣ ବସ ଭଡ଼ା ଥିଲା ୮୯ ପଇସା । ସେହିପରି ଏକ୍ସପ୍ରେସ ବସ୍ ଭଡ଼ା କିଲୋମିଟର ପ୍ରତି ୩ ପଇସା ବଢ଼ି ୯୩ ପଇସାରୁ ୯୬ ପଇସା ହୋଇଛି । ଡିଲକ୍ସ ବସରେ ଏଣିକି ଯାତ୍ରୀ ଅଧିକ ୬ ପଇସା ଦେବେ । ଡିଲକ୍ସ ବସ୍ ଭଡା କିଲୋମିଟର ପିଛା ୧.୨୯ ପଇସାରୁ ବଢ଼ି ୧ଟଙ୍କା ୩୫ ପଇସା ହୋଇଛି । ଏସି ଡିଲକ୍ସ ବସରେ ଗଲେ ଯାତ୍ରୀମାନେ ୧ଟଙ୍କା ୫୭ ପଇସା ବଦଳରେ ଏଣିକି କିଲୋମିଟର ପ୍ରତି ୧ଟଙ୍କ ୬୩ ପଇସା ହିସାବରେ ଗଣିବେ । ସୁପର ପ୍ରିମିୟମ ବସରେ ଭଡ଼ା କିଲୋମିଟର ପ୍ରତି ୯ ପଇସା ବଢ଼ିଛି । ପୂର୍ବରୁ ଏହି କାଟାଗୋରୀ ବସରେ କିଲୋମିଟର ପ୍ରତି ଭଡ଼ା ଥିଲା ୨ଟଙ୍କା ୪୪ ପଇସା । ଏବେ ୨ଟଙ୍କା ୫୩ ପଇସା ହୋଇଛି । ବର୍ଦ୍ଧିତ ଦର ଆଜିଠାରୁ ଲାଗୁ ହେବ । ଅଟୋମେଟିକ୍ ମେକାନିଜିମ୍ ଆଧାରରେ ବସ୍ ଭଡ଼ା ବୃଦ୍ଧି ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!