Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮୦ଫୁଟ୍ ଖାଇକୁ ଖସିପଡ଼ିଲା ବସ୍, ୨୭ ମୃତ

by ସଞ୍ଜୟ ସ୍ୱାଇଁ
July 6, 2023
in Accident, WORLD
୮୦ଫୁଟ୍ ଖାଇକୁ ଖସିପଡ଼ିଲା ବସ୍, ୨୭ ମୃତ
149
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ମେକ୍ସିକୋରେ ଭୟଙ୍କର ସଡ଼କ ଦୁର୍ଘଟଣା । ନିୟନ୍ତ୍ରଣ ହରାଇ ୮୦ଫୁଟ୍ ଖାଇକୁ ଖସିପଡ଼ିଲା ଯାତ୍ରୀବାହୀ ବସ୍ । ଏଥିରେ ୨୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ମେକ୍ସିକୋର ଦକ୍ଷିଣ ପ୍ରାନ୍ତ ଓକ୍ସାକାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏନେଇ ଓକ୍ସାକା ଜିଲ୍ଲାପାଳ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ମେକ୍ସିକୋ ମିଡିଆ ରିପୋର୍ଟ ମୁତାବକ, ବୁଧବାର ମେକ୍ସିକୋ ସହରରୁ ୟୋସୋଂଡୁଆ ଆଭିମୁଖେ ଯାଉଥିଲା ଯାତ୍ରୀବାଦୀ ବସ୍ । ତେବେ ମୈଣ୍ଡେଲେନା ସହର ନିକଟରେ ଭୋର ପ୍ରାୟ ସାଢେ ୬ଟା ସମୟରେ ୮୦ ଫୁଟ୍ ଗଭୀର ଖାଇକୁ ଖସିପଡ଼ିଥିଲା । ଖବର ମିଳିବା ପରେ ଟଲାକ୍ସିୟାକୋ ସିବିଲ୍ ପ୍ରୋଟେକ୍ସନ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ । ପ୍ରାୟ ୧୭ଜଣ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୋଟ୍ ୨୭ଜଣଙ୍କ ମୃତକଙ୍କ ମଧ୍ୟରୁ ୧୩ଜଣ ମହିଳା ରହିଥିବା ବେଳେ ୧୩ ପୁରୁଷ ରହିଛନ୍ତି । ଆହତଙ୍କୁ ଯଥା ସମ୍ଭବ ସହଯୋଗ କରିବାକୁ ଓକ୍ସାକା ଜିଲ୍ଲାପାଳ ବିଭିନ୍ନ ଏଜେନ୍ସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!