Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସ ଦୁର୍ଘଟଣା, ଜଣେ ମୃତ, ୧୫ ଆହତ

by ସଞ୍ଜୟ ସ୍ୱାଇଁ
March 27, 2021
in Feature News
ବସ ଦୁର୍ଘଟଣା, ଜଣେ ମୃତ, ୧୫ ଆହତ
1.2k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଜଗନ୍ନାଥପ୍ରସାଦ ପଞ୍ଚାୟତ ଦରଦା ଗ୍ରାମ ଅଧିନ ବଧି ପୋଖରୀ ନିକଟରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି। ବିଳମ୍ବିତ ସନ୍ଧ୍ୟାରେ ବ୍ରହ୍ମପୁରରୁ ନରସିଂହପୁର ଅଭିମୁଖେ ଯାଉଥିବା ଚୌଧୁରୀ ନାମକ ଘରୋଇ ବସଟି ଦରଦା ଗ୍ରାମ ନିକଟରେ ଏକ ବିଲ ମଧ୍ୟକୁ ଖସିପଡିଥିଲା । ଫଳରେ ବହୁ ଯାତ୍ରୀ ଆହତ ହୋଇଥିବାବେଳେ ବସର ହେଲପର ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ଆହତଙ୍କ ମଧ୍ୟରୁ ୯ ଜଣ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ନୟାଗଡ଼ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ୬ ଜଣଙ୍କୁ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ଜଣାପଡିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!