Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍

by ସଞ୍ଜୟ ସ୍ୱାଇଁ
May 18, 2025
in Accident, State
ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍
49
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଘାଟିରେ ଦୁର୍ଘଟଣା । ଗଜପତି ଜିଲ୍ଲା ମାରଲବା ଘାଟିରେ ଏକ ଘରୋଇ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଯେଉଁଥିରେ ୨ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ସାତ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଏକ ଘରୋଇ ବସଟି ଭୁବନେଶ୍ୱର ଠାରୁ ପାରଳାଖେମୁଣ୍ଡି ଆସୁଥିଲା । ଏହି ସମୟରେ ମାରଲବା ଘାଟିରେ ଘଟିଛି ଦୁର୍ଘଟଣା । ବସ୍ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଯାଇଥିଲା । ଯେଉଁଥିରେ ଏକାଧିକ ଯାତ୍ରୀ ଗୁରୁତର ହୋଇଥିଲେ । ପରେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଗଜପତିର ରାୟଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!