Sunday, August 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟାୟାର୍ ଫାଟିଯିବାରୁ ଓଲଟିଲା ବସ୍, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
March 19, 2025
in Accident, State
ଟାୟାର୍ ଫାଟିଯିବାରୁ ଓଲଟିଲା ବସ୍, ଜଣେ ମୃତ
277
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଟାୟାର୍ ଫାଟିଯିବାରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌ । ବସ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ନବରଙ୍ଗପୁର ଜିଲ୍ଲା ତାରାଗାଁ ଛକ ନିକଟରେ ଏଭଳି ଘଟଣା ଘଟିଥିବାର ଖବ ସାମ୍ନାକୁ ଆସିଛି । ସୂଚନା ମୁତାବକ, ଏସବିଟି ନାମକ ଏକ ଘରୋଇ ବସ୍‌ ରାଇଘରରୁ ଜୟପୁର ଅଭିମୁଖେ ଯାତ୍ରା କରୁଥିଲା । ଉକ୍ତ ବସ୍‌ରେ ୪୦ରୁ ଉର୍ଦ୍ଧ୍ୱ ଲୋକ ଯାତ୍ରା କରୁଥିଲେ । ରାସ୍ତାରେ ଯାଉଥିବା ବେଳେ ତାରାଗାଁ ଛକ ନିକଟରେ ବସ୍‌ଟିର ଟାୟାର ଫାଟି ଯାଇଥିଲା । ଫଳରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଉକ୍ତ ବସ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବସ୍‌ରେ ଯାଉଥିବା ୧୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । ଆହତମାନଙ୍କୁ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରି ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!