Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍ ଉପରେ ଚଢିଗଲା ବସ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 8, 2025
in Accident, State
ବାଇକ୍ ଉପରେ ଚଢିଗଲା ବସ, ଜଣେ ମୃତ
65
VIEWS
Share on FacebookShare on Twitter

ପାରାଦୀପ, (ବାଘୁଆବାର୍ତ୍ତା): ପାରାଦୀପ ତାରେଣୀଗଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ବାଇକ ଉପରେ ଚଢିଗଲା ବସ। ଏଥିରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ପାରାଦୀପ ବନ୍ଦରରେ ଇଲେକ୍ଟ୍ରିକାଲ ଡିଭିଜନରେ ଶ୍ରମିକ ଭାବରେ କାଯ୍ୟ କରୁଥିବା ଅଜିତ ହେମ୍ବ୍ରମ। ମୟୂରଭଞ୍ଜ ଜିଲ୍ଲାର ଅଜିତ ହେମ୍ବ୍ରମ ପାରାଦୀପ ବନ୍ଦରରେ ଇଲେକ୍ଟ୍ରିକାଲ ଡିଭିଜନରେ ଶ୍ରମିକ ଭାବରେ କାଯ୍ୟ କରନ୍ତି।ଗୁରୁବାର ଅପରାହ୍ନରେ ଅଜିତ କାର୍ଯ୍ୟସାରି ବାଇକ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ କମ୍ପାନୀର ଏକ ଘରୋଇ ବସ ଅଜିତଙ୍କ ଉପରେ ଚଢିଯାଇଥିଲା। ଫଳରେ ଘଟଣା ସ୍ଥଳରେ ଅଜିତଙ୍କ ମୃତ୍ୟୁ ହୋଇଥିଲା । ତେବେ କ୍ଷତି ପୂରଣ ଦାବୀରେ ଉତ୍ତ୍ୟକ୍ତ ଲୋକେ କଟକ-ପାରାଦୀପ ରାସ୍ତା ଅବରୋଧ କରିଥିଲେ।ଫଳରେ ରାସ୍ତା ର ପାର୍ଶ୍ଵରେ ଯାନବାହନ ଗୁଡିକ ଅଟକି ରହିଛି। ଘଟଣା ସ୍ଥଳରେ ପାରାଦୀପ ଆଦର୍ଶ ଥାନା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!