Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସରୁ ଚୋରୀ କରି ଖୁଣ୍ଟରେ ବନ୍ଧା ହେଲେ ଯୁବକ

by ସଞ୍ଜୟ ସ୍ୱାଇଁ
November 17, 2019
in Crime, Nayagarh, State
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଭୂବନେଶ୍ୱରୁ ନୟାଗଡ଼ ଆସୁଥିବା ଏକ ବସରେ ଯାତ୍ରୀଙ୍କ ବ୍ୟାଗ ଚୋରି କରୁଥିବା ବେଳେ ଜଣେ ଯୁବକ ଧରାପଡ଼ିଛନ୍ତି । ଲୋକମାନେ ତାଙ୍କୁ ବସରୁ ବାହାର କରି ନୟାଗଡ଼ ମେଡିକାଲ ଛକରେ ବିଦ୍ୟୁତ ଖୂଣ୍ଟରେ ବାନ୍ଧିଥିବା ଜଣାପଡ଼ିଛି । ଯୁବକ ଜଣଙ୍କ ପରିଚୟ ମିଳି ନଥିବା ବେଳେ ସେ ହାଟପଦା ବସ୍ତିର ବୋଲି ଆଲୋଚନା ହେଉଛି । ଏନେଇ ଖବର ପାଇ ଟାଉନଥାନା ପୁଲିସ ମେଡିକାଲ ଛକ ବସର ରହଣୀ ସ୍ଥଳରେ ପଂହଚିବା ସହ ଯୁବକଙ୍କୁ ଉଦ୍ଧାର କରି ଥାନାରେ ଅଟକ ରଖିଛି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!