Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସ ଟ୍ରକ ମୁଁହାମୁହିଁ ଧକ୍କା, ସାତ ଗୁରୁତର

by ସଞ୍ଜୟ ସ୍ୱାଇଁ
January 16, 2020
in Accident, Breaking
ବସ ଟ୍ରକ ମୁଁହାମୁହିଁ ଧକ୍କା, ସାତ ଗୁରୁତର
19
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ବଲାଙ୍ଗିର 57 ନମ୍ୱର ଜାତୀୟ ରାଜପଥ ବୋଲଗଡ଼ ଥାନା ଭିମପଡା ଛକରେ ବରଯାତ୍ରୀ ବସ ଚାଉଳ ବୋଝେଇ ଟ୍ରକ ମୁହାମୁହି ଧକ୍କା । ବସ୍‌ରେ ଥିବା ବରଯାତ୍ରୀଙ୍କ ମଧ୍ୟରୁ ସାତଜଣ ଗୁରୁତର ହୋଇଥିବା ବେଳେ ଦସରୁ ଅଧିକ ସାମାନ୍ୟ ଆହତ ହୋଇଛନ୍ତି । ସେମାନଙ୍କୁ ବୋଲଗଡ଼ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେହିପରି ଘଟଣା ସ୍ଥଳରେ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବା ବେଳେ ଖବର ପାଇଁ ବୋଲଗଡ ଅଗ୍ନିଶମ ବିଭାଗ ଓ ବୋଲଗଡ଼ ଥାନା ପୋଲିସ ପହଞ୍ଚି ଉଦ୍ଧାର କରିଥିଲା । ବସ୍‌ଟି ବରଯାତ୍ରୀ ନେଇଁ ନୟାଗଡ଼ରୁ କଟକ ଯାଉଥିବା ବେଳେ ଚାଉଳ ବୋଝେଇ ଟ୍ରକଟି ଚାଉଳ ନେଇଁ ଭୁବନେଶ୍ୱରରୁ ନୟାଗଡ ଯାଉଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!