Thursday, November 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନେତାଜୀ ବସ ଟର୍ମିନାଲ ବିରୋଧରେ ଦାୟର ମାମଲାକୁ ଖାରଜ କଲେ ହାଇକୋର୍ଟ

by ସଞ୍ଜୟ ସ୍ୱାଇଁ
February 15, 2021
in Feature News
ନେତାଜୀ ବସ ଟର୍ମିନାଲ ବିରୋଧରେ ଦାୟର ମାମଲାକୁ ଖାରଜ କଲେ ହାଇକୋର୍ଟ
97
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା):  ଖାନନଗର ଠାରେ ପ୍ରସ୍ତାବିତ ନେତାଜୀ ବସ ଟର୍ମିନାଲକୁ ବିରୋଧ କରି ଦାୟର ଦୁଇ ଜନସ୍ବାର୍ଥ ମାମଲାକୁ ଓଡ଼ିଶା ହାଇକୋର୍ଟ ଆଜି ଖାରଜ କରିଛନ୍ତି । ଏଥି ସହିତ ମା’ ଶ୍ମଶାନ କାଳୀ ମନ୍ଦିର ଥିବା ଜମିକୁ ଛାଡି ଅନ୍ୟ ଜମି ଉପରେ ପୂର୍ବରୁ ଜାରି କରା ଯାଇଥିବା ସ୍ଥିତାବସ୍ଥାକୁ ହାଇକୋର୍ଟ ଉଠାଇ ଦେଇଛନ୍ତି । କାଳୀ ମନ୍ଦିର ଥିବା ଜମି ଉପରେ ସ୍ଥିତାବସ୍ଥା ବଜାୟ ରହିବ ବୋଲି ହାଇକୋର୍ଟ କହିଛନ୍ତି । ଶ୍ମଶାନ କାଳୀଙ୍କ ଜମି ବିବାଦ ସମ୍ପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ମେ ମାସରେ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନେତାଜୀ ବସ ଟର୍ମିନାଲ ପ୍ରକଳ୍ପ ପାଇଁ ବାଟ ଫିଟିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!