Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ଟି ମାର୍କେଟ୍ କମ୍ପ୍ଲେକ୍ସ ସିଲ୍ କଲା ପ୍ରଶାସନ

by ସଞ୍ଜୟ ସ୍ୱାଇଁ
June 30, 2021
in Business, State
୩ଟି ମାର୍କେଟ୍ କମ୍ପ୍ଲେକ୍ସ ସିଲ୍ କଲା ପ୍ରଶାସନ
146
VIEWS
Share on FacebookShare on Twitter

ଜଟଣୀ, (ବାଘୁଆବାର୍ତ୍ତା): କୋଭିଡ୍ ନିୟମ ଉଲଂଘନକାରୀଙ୍କ ଉପରେ ପ୍ରଶାସନର କଡା ଆଭିମୁଖ୍ୟ । ଜଟଣୀର ବିଭିନ୍ନ ଦୋକାନ ବଜାର ଅଞ୍ଚଳରେ ସ୍ଥାନୀୟ ପ୍ରଶାସନ ଚଢାଉ । ଅମାନିଆ ବ୍ୟବସାୟୀଙ୍କୁ ସାବାଡ କରାଯାଇଛି । ଦୋକାନ ବଜାରରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । କୋଭିଡ୍ ନିୟମ ମାନୁନଥିବା ଅଭିଯୋଗରେ ଜଟଣୀ ସୀତାରାମ ଛକ ସ୍ଥିତ ଗଣେଶ ମାର୍କେଟ୍ କମ୍ପ୍ଲେକ୍ସ ଓ ମହାଲକ୍ଷ୍ମୀ ମାର୍କେଟ୍ କମ୍ପ୍ଲେକ୍ସକୁ ସିଲ୍ କରିଦିଆଯାଇଛି । ପର ବଡବଜାରର ଶ୍ରୀରାମ କମ୍ପ୍ଲେକ୍ସ ସିଲ୍ କରିବା ସହ ରାଜାବଜାରର କୈଳାସ ବସ୍ତ୍ରାଳୟକୁ ଅନିର୍ଦ୍ଧିଷ୍ଟ କାଳ ପର୍ୟ୍ୟନ୍ତ ପ୍ରଶାସନ ସିଲ୍ କରିଛି । ଆଗାମୀ ଦିନରେ ଏହିଭଳି ଚଢାଉ ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ମାର୍କେଟ୍ କମ୍ପ୍ଲେକ୍ସରେ କେବଳ ଔଷଧ ଦୋକାନ ଖୋଲା ରହିବ । ଯଦି କେହି ବ୍ୟକ୍ତି ଏହି ଅଞ୍ଚଳରେ ବ୍ୟବସାୟ କିମ୍ବା ଅନାବଶ୍ୟକ ପ୍ରବେଶ କରନ୍ତି ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!