Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହ ବନ୍ଧନରେ ବାନ୍ଧି ହେଲେ ଚାନ୍ଦବାଲି ବିଧାୟକ

by ସଞ୍ଜୟ ସ୍ୱାଇଁ
July 2, 2021
in Lifestyle, State
ବିବାହ ବନ୍ଧନରେ ବାନ୍ଧି ହେଲେ ଚାନ୍ଦବାଲି ବିଧାୟକ
1k
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଜନ୍ମଦିନରେ ବୈବାହିକ ଜୀବନର ଦ୍ୱିତୀୟ ଇନିଂସ୍‌ ଆରମ୍ଭ କଲେ ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ। କରୋନା କଟକଣା ଭିତରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବ୍ୟୋମକେଶ। ପାରମ୍ପରିକ ରୀତିନୀତିରେ ଚିଲିକା କୂଳରେ ଥିବା ଏକ ତାରକା ହୋଟଲରେ ବିବାହ କରିଛନ୍ତି ଚାନ୍ଦବାଲି ବିଧାୟକ। ମିଳିଥିବା ସୂଚନା ମୁତାବିକ, ବ୍ୟୋମକେଶ ରାୟ ଚିଲିକାରେ ଥିବା ସ୍ବସ୍ଥି ଚିଲିକା ରିସୋର୍ଟରେ ଆଜି ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ଉଭୟ ପରିବାରର ସଦସ୍ୟ ଓ କିଛି ରାଜନେତା ଯୋଗ ଦେଇଛନ୍ତି। ଚାନ୍ଦବାଲିର ତାଙ୍କର ଜଣେ ପୁରୁଣା ରାଜନୈତିକ ସହଯୋଗୀଙ୍କ ସାନ ଝିଅ ସହିତ ତାଙ୍କର ବିବାହ ହୋଇଥିବା ସୂଚନା ରହିଛି। ବ୍ୟୋମକେଶଙ୍କର ପ୍ରଥ‌ମ ପତ୍ନୀ ନିଳିମା ପ୍ରଧାନଙ୍କର ୨୦୨୦ ମସିହା ଫେବୃୟାରୀ ୩ ତାରିଖରେ ପରଲୋକ ଘଟିଥିଲା। ନିଳିମା ପ୍ରଧାନଙ୍କୁ ୨୦୧୪ ମସିହାରେ ପ୍ରେମ ବିବାହ କରିଥିଲେ। ବ୍ୟୋମକେଶ ଓ ନିଳିମାଙ୍କର ଏକମାତ୍ର କନ୍ୟା ଅଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!