Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନାରେ ଆଖି ବୁଜିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 20, 2021
in NATIONAL NEWS, Politics
କରୋନାରେ ଆଖି ବୁଜିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
301
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ମହାମାରୀ ଅନେକ ଜୀବନ ନେବାରେ ଲାଗିଛି । ମହାମାରୀ କରୋନା ଆଜି ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଜୀବନ ନେଇଥିବା ଜଣାପଡିଛି । ସୂଚନାନୁସାରେ, ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପହାଡିଆ କିଛିଦିନ ତଳେ କରୋନାରେ ସଂକ୍ରମିତ ହୋଇ ଚିକିତ୍ସା ହେଉଥିଲେ । ଗୁରୁଗାଁର ଏକ ଘରୋଇ କୋଭିଡ୍ ହସ୍ପିଟାଲରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଆଜି ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିୟୋଗ ହେବା ଖବର ପ୍ରସାରିତ ହେବା ପରେ ରାଜସ୍ଥାନରେ ଶୋକ ଛାୟା ଖେଳିଯାଇଛି । ରାଷ୍ଟ୍ରୀୟ ମର୍ଯ୍ୟଦା ସହ ଶେଷକୃତ୍ୟ ସଂପର୍ଣ୍ଣ କରାଯିବ । ରାଜସ୍ଥାନରେ ଦିନିକିଆ ଶୋକ ପାଳନ କରାଯାଉଛି । ଗଭୀର ଶୋକ ପ୍ରକାଶ କରିବା ସହିତ ପୂର୍ବତନ ମୁଖ୍ୟମନ୍ତ୍ରୀ ପାହାଡିଆଙ୍କ ଦେହାନ୍ତ ହେବା ତାଙ୍କ ପାଇଁ ବ୍ୟକ୍ତିଗତ କ୍ଷତି ହୋଇଛି ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!