Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଆ ସେନା ଅଫିସରଙ୍କୁ ବଡ଼ ଦାୟିତ୍ୱ

by ସଞ୍ଜୟ ସ୍ୱାଇଁ
January 18, 2021
in Breaking, NATIONAL NEWS
ଓଡ଼ିଆ ସେନା ଅଫିସରଙ୍କୁ ବଡ଼ ଦାୟିତ୍ୱ
143
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଆସନ୍ତା ଜାନୁୟାରୀ ୩୧ରେ ଭାରତୀୟ ସେନାର ୪୨ତମ ଭାଇସ୍ ଚିଫ୍ ଭାବେ ଦାୟିତ୍ୱ ନେବେ ଲେଫ୍ଟନାଣ୍ଟ ଜେନେରାଲ୍ ଚଣ୍ଡିପ୍ରସାଦ ମହାନ୍ତି । ଓଡ଼ିଆ ସେନା ଅଫିସର୍ଙ୍କୁ ମିଳିଲା ବଡ଼ ଦାୟୀତ୍ୱ । ପତ୍ରିରକ୍ଷା କ୍ଷେତ୍ରରେ ଦୁଇଟି ମାଷ୍ଟର ଡିଗ୍ରୀ ହାସଲ କରିଥିବା ଚଣ୍ଡୀ ପ୍ରସାଦ, ଆସାମକୁ ଉଲ୍ଫା ଦାଉରୁ ମୁକ୍ତ କରିବା ଓ ଶାନ୍ତି ପ୍ରତିଷ୍ଠା କ୍ଷେତ୍ରରେ ତାଙ୍କର ଅନେକ ଅବଦାନ ରହିଥିଲା । ଚୀନ୍, ଦକ୍ଷିଣ ଏସିଆ ଓ ଉ ର-ପୂର୍ବ ଦେଶମାନଙ୍କରେ ବଡ଼ ସଫଳତା ହାସଲ କରିଛନ୍ତି ଚଣ୍ଡୀ ପ୍ରସାଦ ମହାନ୍ତି । ୧୯୮୨ ବ୍ୟାଚ୍ର ରାଜପୁତ୍ ରେଜିମେ ରେ ପଦାତିକ ବାହିନୀ ଭାବରେ ସୂଚାରୁ ରୂପେ କାର୍ଯ୍ୟ ତୁଲାଇଛନ୍ତି । ଦୀର୍ଘ ୩୮ ବର୍ଷର କାର୍ଯ୍ୟକଳାପରେ ବହୁ ସୁନାମ ଅର୍ଜନ କରିଥିବା ଏହି ଓଡ଼ିଆ ଅଫିସର୍ଙ୍କ ଉପରେ ଏବେ ଦେଶର ବଡ଼ ଦାୟିତ୍ୱ ରହିଛି । ଆସନ୍ତା ୩୧ତାରିଖରେ ଏସ୍କେ ସାଇନ୍ଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ । ଚଣ୍ଡୀପ୍ରସାଦଙ୍କ ଘର ଜଗତସିଂହପୁର ଜିଲ୍ଲାରେ ବୋଲି ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!