Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

by ସଞ୍ଜୟ ସ୍ୱାଇଁ
August 9, 2021
in Politics, State
ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ
105
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ହେବ ବୈଠକ। ଆଜି ସନ୍ଧ୍ୟାରେ ପ୍ରାୟ ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିପାରେ। ଏନେଇ ବିଶେଷ ସୂତ୍ରରୁ ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବିକ, ଶ୍ରୀକ୍ଷେତ୍ର ପରିକ୍ରମା ଯୋଜନାକୁ ଅନୁମୋଦନ ମିଳିବ । ସେହିପରି ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ ନିଷ୍ପତ୍ତି ଉପରେ ମୋହର ଲାଗିପାରେ । ନିଯୁକ୍ତି ସର୍ତ୍ତାବଳୀ, ନଗର ଉନ୍ନୟନ ବିଭାଗର କିଛି ଏଜେଣ୍ଡା ଓ ପାନୀୟ ଜଳ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ ମିଳିବ ବୋଲି ସୂଚନା ରହିଛି । ସେହିପରି ପୂର୍ତ୍ତ ବିଭାଗର କିଛି ପ୍ରକଳ୍ପ ଉପରେ ମଧ୍ୟ ମୋହର ବାଜିବ । ଭାରତୀୟ ହକି ଦଳର ଅଲିମ୍ପିକ୍ସରେ ସଫଳତା ପରେ ରାଜ୍ୟ ସରକାର କ୍ରୀଡ଼ା ସଂପର୍କିତ ଏକ ବଡ଼ ନିଷ୍ପତ୍ତି ନେବାର ଯଥେଷ୍ଟ ସମ୍ଭାବନା ରହିଛି । ଭର୍ଚୁଆଲ ମୋଡରେ ଏ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!