Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ଫୁଟିଲା ଗୁଳି:ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
May 18, 2022
in Crime, State
ରାଜଧାନୀରେ ଫୁଟିଲା ଗୁଳି:ଅଭିଯୁକ୍ତ ଗିରଫ
64
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ସିଆରପି ଛକରେ ଫାଙ୍କା ଗୁଳିମାଡ଼ ଘଟଣା । ସ୍ତ୍ରୀଙ୍କ ବନ୍ଧୁକରୁ ଗୁଳି ଫୁଟାଇଲେ ସ୍ବାମୀ । ଅଭିଯୁକ୍ତ ବିନୟ ଆଚାର୍ୟ୍ୟକୁ ଗିରଫ କଲା ନୟାପଲ୍ଲୀ ଥାନା ପୁଲିସ୍ । ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ ପରେ ଗୁଳି ମାଡ଼ କରିଥିଲା ବିନୟ । ଘଟଣା ସ୍ଥଳରୁ ଦୁଇଟି ଖୋକା ଜବତ ହୋଇଛି । ବିଭୁ ପ୍ରସାଦ ଜେନା ଓ ବିନୟ ଆଚାର୍ୟ୍ୟ ଦୋକାନ ନିକଟରେ ଉପସ୍ଥିତି ଥିଲେ । ବିନୟ ଆସି ଗଣ୍ଡଗୋଳ କରିବା ସହ ବିଭୁ ଉପରକୁ ଗୁଳି ଚଳାଇଥିଲେ । ଥାନାରେ ବିଭୁଙ୍କ ଏତଲା ପରେ ବିନୟଙ୍କୁ ଗିରଫ କରିଛି ପୁଲିସ୍ । ବିନୟଙ୍କୁ ଗିରଫ ପରେ ଆଜି କୋର୍ଟ ଚାଲାଣ କରାଯିବ । ଗିରଫ ପରେ ପୁଲିସ୍ ଆଗରେ ସବୁ କଥା ମାନିଛି ବିନୟ । ନିଜ ସ୍ତ୍ରୀର ବନ୍ଧୁକରୁ ଗୁଳି ଚଳାଇ ଥିଲେ ବିନୟ । ବିନୟ ଠାରୁ ଗୋଟିଏ ବନ୍ଧୁକ, ୫ ରାଉଣ୍ଡ ଗୁଳି ଜବତ ହୋଇଛି । ବିନୟଙ୍କ ପତ୍ନୀ ହେଉଛନ୍ତି ନ୍ୟାସନାଲ ସ୍ତରର ସୁଟର ସ୍ଥିତପ୍ରଜ୍ଞା ରାୟ । ବନ୍ଧୁକଟି ସ୍ଥିତପ୍ରଜ୍ଞାଙ୍କ ନାମରେ ଅଛି । ତେବେ ଏହି ବନ୍ଧୁକ ଲାଇସେନ୍ସକୁ ବାତିଲ କରିବାକୁ ପୁଲିସ୍ କମିଶନରଙ୍କୁ ଚିଠି ଲେଖିବେ ଡିସିପି ପ୍ରତୀକ ସିଂ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!