Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା କାର୍

by ସଞ୍ଜୟ ସ୍ୱାଇଁ
May 26, 2025
in State
ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା କାର୍
26
VIEWS
Share on FacebookShare on Twitter

ବିନିକା, (ବାଘୁଆବାର୍ତ୍ତା): ସୋନପୁର ଜିଲ୍ଲା ଉଲୁଣ୍ଡା ଥାନା ମାଟିଖାଇ ନୂଆବସ୍ତି ନିକଟରେ ଦୁର୍ଘଟଣା । ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା କାର୍ । ଯାହାଫଳରେ କାର୍ରେ ଥିବା ତିନି ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଉଲୁଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତି ସମୟରେ କାର୍ଟି ସୋନପୁରରୁ ସମ୍ବଲପୁର ପଟକୁ ଆସୁଥିଲା । ମାଟିଖାଇ ନୂଆବସ୍ତି ନିକଟରେ କାର୍ଟି ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଥିଲା ।ଯାହାଫଳରେ କାର୍ଟି ଭାଙ୍ଗି ଚୁର୍ମାର୍ ହୋଇଯାଇଛି । ସେପଟେ ଖବର ପାଇ ଅଗ୍ନିଶମ ବାହିନୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । ତିନି ଜଣ ଗୁରୁତରଙ୍କୁ ଉଦ୍ଧାର କରି ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ହେଲେ ସବୁଠୁ ଆଶ୍ଚର୍ଯ୍ୟକର କଥା ହେଉଛି କି, ଦୁର୍ଘଟଣାଗ୍ରସ୍ତ କାର୍ରୁ ଏକ ବନ୍ଧୁକ ଜବତ କରି ପୋଲିସ । ତେବେ କାର୍ ଭିତରକୁ ବନ୍ଧୁକ କେମିତି ଆସିଲା, ତାକୁ ନେଇ ଛାନ୍ଭିନ୍ ଜାରି ରଖିଛି ପୋଲିସ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!