Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରମିକଙ୍କ ଉପରେ ମାଡ଼ିଗଲା ଅଭିନେତ୍ରୀଙ୍କ କାର

by ସଞ୍ଜୟ ସ୍ୱାଇଁ
December 29, 2024
in Accident, NATIONAL NEWS
ଶ୍ରମିକଙ୍କ ଉପରେ ମାଡ଼ିଗଲା ଅଭିନେତ୍ରୀଙ୍କ କାର
111
VIEWS
Share on FacebookShare on Twitter

ମୁମ୍ବାଇ, (ବାଘୁଆବାର୍ତ୍ତା): ମୁମ୍ବାଇର କାନ୍ଦିଓ୍ବଲିରେ ଲୋକପ୍ରିୟ ମରାଠୀ ଅଭିନେତ୍ରୀ ଊର୍ମିଳା କୋଠାରେଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଊର୍ମିଳାଙ୍କ ଡ୍ରାଇଭର ଦ୍ରୁତ ଗତିରେ କାର୍ ଚଳାଉଥିଲା। ପୋଇସର ମେଟ୍ରୋ ଷ୍ଟେଶନ ନିକଟରେ ଊର୍ମିଳାଙ୍କ କାର୍ ୨ ଜଣ ମେଟ୍ରୋ ଶ୍ରମିକଙ୍କୁ ମଡ଼ାଇ ଦେଇଛି। ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ଅନ୍ୟଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଦୁର୍ଘଟଣାରେ ଊର୍ମିଳା ମଧ୍ୟ ଆହତ ହୋଇଛନ୍ତି ଏବଂ ତାଙ୍କ କାର୍ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବାନେଇ ପୋଲିସ ସୂଚନା ଦେଇଛି। ଘଟଣାକୁ ନେଇ ଊର୍ମିଳାଙ୍କ ଡ୍ରାଇଭରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!