Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀ ଭିତରକୁ ପଶିଗଲା କାର, ୨ ମୃତ

by ସଞ୍ଜୟ ସ୍ୱାଇଁ
January 16, 2025
in Accident, State
ପୋଖରୀ ଭିତରକୁ ପଶିଗଲା କାର, ୨ ମୃତ
80
VIEWS
Share on FacebookShare on Twitter

କୋଣାର୍କ, (ବାଘୁଆବାର୍ତ୍ତା): ଭାରସ୍ୟାମ ହରାଇ ପୋଖରୀ ଭିତରକୁ ପଶିଗଲା କାର୍। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ବର୍ତ୍ତିଗଲେ ଅନ୍ୟ ୨ ଯାତ୍ରୀ। କୋଣାର୍କ ନିମାପଡ଼ା ରାସ୍ତା ଜୁଣେଇ ଶଙ୍ଖଠାରେ ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା। କୋଣାର୍କରୁ ନିମାପଡ଼ା ଅଭିମୁଖେ ଯାଉଥିବା ବେଳେ କାରଟି ଭାରସ୍ୟାମ ହରାଇ ପୋଖରୀ ଭିତରକୁ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ ଚମ୍ପାହାର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଗୋପ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକ ହେଲେ କାର ଚାଳକ ନିମାପଡ଼ାର ସନ୍ଦୀପ ମହାପାତ୍ର ଓ ବାଲେଶ୍ୱର ଜଳେଶ୍ୱର ଅଞ୍ଚଳର ସନାତନ ସେନାପତି । ସମସ୍ତେ ବାଲେଶ୍ବର ଜଳେଶ୍ବର ଅଞ୍ଚଳରୁ ପୁରୀ କୋଣାର୍କ ବୁଲିବାକୁ ଆସିଥିଲେ। କୋଣାର୍କ ପୋଲିସ ଘଟଣାସ୍ଥଳରେ ପହଁଞ୍ଚି ଗାଡ଼ିକୁ ଉଦ୍ଧାର କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!