Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୪୮୨୯ କରୋନା ଆକ୍ରାନ୍ତ ଚିହ୍ନଟ, ନୟାଗଡ଼ରୁ ୨୪, ୧୮ ବର୍ଷରୁ କମ ୪୪୮

by ସଞ୍ଜୟ ସ୍ୱାଇଁ
January 10, 2022
in Health, State
ରାଜ୍ୟରେ ୪୮୨୯ କରୋନା ଆକ୍ରାନ୍ତ ଚିହ୍ନଟ, ନୟାଗଡ଼ରୁ ୨୪, ୧୮ ବର୍ଷରୁ କମ ୪୪୮
158
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୮୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୪୮ ଜଣ ଅଛନ୍ତି। ସେହିପରି ୨୮୨୩ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୦୦୬ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩୩ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୬୯, ସମ୍ବଲପୁରରୁ ୬୪୪, କଟକରୁ ୪୦୧ ଓ ବାଲେଶ୍ୱରରୁ ୨୧୦ ଜଣ ପଜିଟି ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୮୪, ଭଦ୍ରକରୁ ୬୯, ବଲାଙ୍ଗିରରୁ ୧୦୪, ବୌଦ୍ଧରୁ ୬, ଦେବଗଡ଼ରୁ ୧୯, ଢେଙ୍କାନାଳରୁ ୨୩, ଗଜପତିରୁ ୩୨, ଗଞ୍ଜାମରୁ ୪୯, ଜଗତସିଂହପୁରରୁ ୪୬, ଯାଜପୁରରୁ ୬୬, ଝାରସୁଗୁଡ଼ାରୁ ୧୮୯, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୬୩, କୋରାପୁଟରୁ ୭୭, ମାଲକାନଗିରିରୁ ୧୧, ମୟୂରଭଞ୍ଜରୁ ୧୬୨, ନବରଙ୍ଗପୁରରୁ ୮୫, ନୟାଗଡ଼ରୁ ୨୪, ନୂଆପଡ଼ାରୁ ୫୧, ପୁରୀରୁ ୧୩୦, ରାୟଗଡ଼ାରୁ ୮୨ ଓ ସୋନପୁରରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୧୯ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୫ ହଜାର ୬୯୮କୁ ବୃଦ୍ଧି ପାଇଥିବା ବେଳେ ୧୦ ଲକ୍ଷ ୪୬ ହଜାର ୬୧୭ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୦ ହଜାର ୫୬୦ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ ରାଜ୍ୟରେ ୮୪୬୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭୯ ହଜାର ୭୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ଦୈନିକ ପଜିଟିଭିଟି ହାର ୧୩.୨୯ ପ୍ରତିଶତକୁ ବଢ଼ିଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!