Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି

by ସଞ୍ଜୟ ସ୍ୱାଇଁ
April 3, 2021
in Feature News
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
220
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବା ର୍ା): ଏଣିକି ବିବାହ ଉତ୍ସବରେ କେବଳ ୧୦୦ ଜଣ ଉପସ୍ଥିତ ରହିପାରିବେ । ଶୁଦ୍ଧି କାର୍ଯ୍ୟରେ କେବଳ ୫୦ ଜଣଙ୍କୁ ଅନୁମତି ମିଳିବା ବିବାହ ଓ ଶୁଦ୍ଧି କାର୍ଯ୍ୟରେ କୋଭିଡ୍ ଗାଇଡ୍ଲାଇନ୍କୁ କଡ଼ାକଡ଼ି ଭାବେ ପାଳନ ହେବା ସମ୍ମିଳନୀ ଓ ସମାବେଶ ଉପରେ ରୋକ୍ ଲଗାଇଛି ସିଏମ୍ସି । କୌଣସି ଅନୁଷ୍ଠାନର ସୁବର୍ଣ୍ଣ, ରୌପ୍ୟ ଓ ଶତବାର୍ଷିକୀ ପାଳନକୁ ବନ୍ଦ କରିଛି ସଏମ୍ସି । ଏହା ସହିତ କୌଣସି ସଂସ୍ଥା ଓ ଶିକ୍ଷାନୁଷ୍ଠାନର ବାର୍ଷିକ ଉତ୍ସବ ମଧ୍ୟ ହୋଇପାରିବ ନାହିଁ । ଆସନ୍ତା ୭ ତାରିଖରୁ ଲାଗୁ ହେବ ଏହି ମାର୍ଗଦର୍ଶିକା । ପରବ ର୍ୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ କଟକଣା ବଳବ ର ରହିବ ବୋଲି ସିଏମ୍ ପକ୍ଷରୁ କୁହାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!