Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡ଼ ସିଦ୍ଧାର୍ଥ ଦାସଙ୍କ କରୋନା ପଜେଟିଭ୍ ଚିହ୍ନଟ

by ସଞ୍ଜୟ ସ୍ୱାଇଁ
May 16, 2021
in Feature News, Nayagarh
ଡ଼ ସିଦ୍ଧାର୍ଥ ଦାସଙ୍କ କରୋନା ପଜେଟିଭ୍ ଚିହ୍ନଟ
6.4k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସଦାସର୍ବଦା ରୋଗୀମାନଙ୍କ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦେଇଥିବା ଡ଼ ସିଦ୍ଧାର୍ଥ ଦାସ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ରୋଗୀମାନଙ୍କ ସେବା କରୁ କରୁ କେତେ ବେଳେ ନିଜେ ସେହି ମହାମାରୀର ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି । ବର୍ତ୍ତମାନ ଯେଉଁଭଳି ଭାବେ ମହାମାରୀ କରୋନା ସଂକ୍ରମଣ ବୃଦ୍ଧି ପାଉଛି, କାହା ପାଖରେ କରୋନା ଅଛି ଅବା ନଅଛି ଜାଣିବା କଷ୍ଟକର ହୋଇ ପଡିଛି । ଜଣେ ଦାୟୀତ୍ୱବାନ ଡାକ୍ତରଙ୍କ ପାଖରେ ଯଦି କରୋନା ପହଞ୍ôଚ ପାରୁଛି ତେବେ ଜନସାଧାରଣ ଯଦି ସତର୍କ ନରହିବେ ଏହା ଅତି ଭୟାନକ ହୋଇପାରେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!