Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଉ ଦୁଇଟି ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା

by ସଞ୍ଜୟ ସ୍ୱାଇଁ
May 17, 2021
in Nayagarh
କେନ୍ଦୁଢିପିର ଆନନ୍ଦାପଲ୍ଲୀ ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା କଲେ ତହସିଲଦାର
560
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲାରେ କରୋନା ମହାମାରୀର ଭୟାବହତା ବେଶ ବାରି ହେଉଛି । ଆଜି ୫ଟି ସ୍ଥାନକୁ କଣ୍ଟେନମେଣ୍ଟ କରାଯାଇଥିବା ବେଳେ ପୁଣି ୨ଟି ସ୍ଥାନକୁ କଣ୍ଟେନମେଣ୍ଟ କରାଯାଇଛି । ନୂଆଗାଁ ବ୍ଲକ ବାହାଡ଼ଝୋଲା ପଞ୍ଚାୟତ ସାହିକୁ କଣ୍ଟେମେଣ୍ଟ କରାଯାଇଛି । ଉକ୍ତ ବ୍ଲକ ଉଦୟପୁର ଗ୍ରାମ ପଞ୍ଚାୟତ ଜିଗିନିପଡ଼ା ଗ୍ରାମକୁ ନୂଆଗାଁ ତହସିଲଦାର ପ୍ରଳୟାନନ୍ଦ ଶତପଥି କଣ୍ଟେନମେଣ୍ଟଘୋଷଣା କରିଛନ୍ତି । ବାହାର ଲୋକଙ୍କୁ ଗ୍ରାମକୁ ପ୍ରବେଶ ଉପରେ କଟକଣା ଲଗାଯାଇଛି । କଣ୍ଟେନମେଣ୍ଟ ହୋଇଥିବା ପ୍ରତ୍ୟେକ ଅଞ୍ଚଳକୁ ବିଶୋଧନ କରାଯିବା ସହ ସମସ୍ତଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିବାକୁ ପ୍ରସ୍ତୁତି କରାଯାଇଛି । ଉକ୍ତ ଅଞ୍ଚଳରେ ସମସ୍ତ ସରକରୀ ଓ ବେସରକାରୀ କାର୍ଯ୍ୟାଳୟକୁ ବନ୍ଦ କରାଯାଇଛି । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରଶାସନ ପକ୍ଷରୁ ଯୋଗାଣ କରାଯିବ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!