Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲାରେ ଦୁଇଟି ମାଇକ୍ରୋ କଣ୍ଟେନମେଣ୍ଟ

by ସଞ୍ଜୟ ସ୍ୱାଇଁ
May 19, 2021
in Nayagarh
ଢାବା ଓ ଦୋକାନ ସିଲ୍‌, ୫ହଜାର ଟଙ୍କା ଜୋରିମନା ଆଦାୟ
222
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାର କରି ଚାଲିଥିବା ବେଳେ ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦ ୮ ନଂ ୱାର୍ଡ଼ ବାରପୁରକିଆ ମୈାଜାର କୈଳାସପୁରସାହି ନିବାସୀ ମହେନ୍ଦ୍ର ପଟ୍ଟନାୟକ, ପୁଷ୍ପାଞ୍ଜଳୀ ସାହୁଙ୍କ ଘରକୁ ଆଜିଠାରୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଉକ୍ତ ପରିବାରରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ ୱାର୍ଡ଼ ନଂ ୧୨ କୃଷ୍ଣଚନ୍ଦ୍ରପୁରପାଟଣା ମୈାଜାର ଭିଜିପୁଟସାହିର ସୁମତି ବିଶ୍ୱାଲଙ୍କ ଘରକୁ ମାଇକ୍ରୋ କଣ୍ଟେନମେଣ୍ଟ କରାଯାଇଛି । ଏହି ଘରେ ଭାରତ ଫାଇନାନ୍ସ କାର୍ଯ୍ୟ କରୁଥିଲା । କରୋନା ବ୍ୟାପିବାକୁ ଲକ୍ଷ ରଖି ତହସିଲଦାର ଅକ୍ଷୟ କୁମାର ଖେମୁଣ୍ଡୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଆଜି ଠାରୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶନାମା ବଳବତ୍ତର ରହିବ ବୋଲି ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!