Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନାରୁ ସୁସ୍ଥ ହେବା ପରେ ଖାଆନ୍ତୁ ଏହିସବୁ ଖାଦ୍ୟ

by ସଞ୍ଜୟ ସ୍ୱାଇଁ
May 31, 2021
in Lifestyle
କରୋନାରୁ ସୁସ୍ଥ ହେବା ପରେ ଖାଆନ୍ତୁ ଏହିସବୁ ଖାଦ୍ୟ
307
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ଅନେକଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖିବାକୁ ମିଳୁଛି। ଏଭଳି ସ୍ଥିତିରେ ରୋଗୀ ନିଜ ଖାଦ୍ୟପେୟ ଉପରେ ଧ୍ୟାନ ଦେବା ଜରୁରୀ। ଦୁର୍ବଳ କି ଥକ୍କା ଅନୁଭବ ହେଉଥିଲେ ଉଚିତ୍ ଖାଦ୍ୟ ଦ୍ବାରା ଶରୀରକୁ ଶକ୍ତି ମିଳିବ ଓ ଶରୀର ଫିଟ୍ ରହିବ।

ସକାଳୁ ଭିଜା ବାଦାମ ଓ କିସମିସ୍‌ ଖାଆନ୍ତୁ।
ସକାଳ ଜଳଖିଆରେ ସୁଜି ଇଡ୍‌ଲି, ଦୋସା, ଦଲିଆ ଆଦି ଖାଇପାରିବେ।
ଦ୍ବିପହରରେ ଗୁଡ଼ ଓ ଘିଅ ଖାଇବା ଉଚିତ୍‌। ଏହାକୁ ରୁଟି ସହ ଖାଇବା ଭଲ। ଏହା ଦ୍ବାରା ଶରୀର ଦୁର୍ବଳ କି ଥକ୍କା ଅନୁଭବ କରେ ନାହିଁ।
ରାତିରେ ଅତ୍ୟଧିକ ଖାଦ୍ୟ ଖାଆନ୍ତୁ ନାହିଁ। ରାତିରେ ଖିଚୁଡ଼ି ଖାଇପାରିବେ।
ଏହା ସହ ଶରୀରକୁ ହାଇଡ୍ରେଟ୍ ରଖିବା ବି ଜରୁରୀ। ପ୍ରଚୁର ପାଣି ପିଅନ୍ତୁ। ତା’ ସହ ଲେମ୍ବୁ ପାଣି ବି ପିଅନ୍ତୁ।
ତେଲ ମସଲାଯୁକ୍ତ ଖାଦ୍ୟଠାରୁ ଯଥାସମ୍ଭବ ଦୂରେଇ ରୁହନ୍ତୁ।
ସଜ ପନିପରିବା ଓ ଫଳ ଖାଇବା ଅଭ୍ୟାସ କରନ୍ତୁ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!