Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ୧୨୮ ଆକ୍ରାନ୍ତ, ଜଣେ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
June 13, 2021
in Nayagarh
ଜିଲ୍ଲାରେ କେଉଁଠି କେତେ କରୋନା ପଜେଟିଭ
164
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ଘଟୁଛି । ଜିଲ୍ଲାରେ ଆଜି ନୂଆ ୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ସକ୍ରିୟ ମାମଲା ୧୮୪୩ ବୋଲି ଜଣାଯାଇଛି । ଆଜି ଜିଲ୍ଲାରୁ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ କରୋନା ମହାମାରୀରେ ୫୯ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ଦ୍ୱିତୀୟ ଲହର କରୋନା ସମୟରେ ବହୁ ବ୍ୟକ୍ତିଙ୍କ ମୃତ୍ୟୁ ଘଟୁଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!