ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ଘଟୁଛି । ଜିଲ୍ଲାରେ ଆଜି ନୂଆ ୧୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ସକ୍ରିୟ ମାମଲା ୧୮୩୯ ବୋଲି ଜଣାଯାଇଛି । ଆଜି ଜିଲ୍ଲାରୁ ୨ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ କରୋନା ମହାମାରୀରେ ୬୧ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ଦ୍ୱିତୀୟ ଲହର କରୋନା ସମୟରେ ବହୁ ବ୍ୟକ୍ତିଙ୍କ ମୃତ୍ୟୁ ଘଟୁଥିବା ସୂଚନା ମିଳିଛି ।





