Sunday, June 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ପୁଣି ଏକ କରୋନା ମୃତ୍ୟୁ, ସରକାରୀ ସଂଖ୍ୟା ୨୦ ଛୁଇଁଲା

by Anil Panda
September 21, 2020
in Nayagarh
ଭୟାନକ ସ୍ଥିତିରେ କରୋନା : ପୁଲିସ କର୍ମଚାରୀଙ୍କ ମୃତ୍ୟୁ
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ପୁଣି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ଏହି ବ୍ୟକ୍ତି ଜଣଙ୍କ ୫୧ ବର୍ଷ ବୟସ୍କ ବୋଲି ଜଣାଯାଇଛି । ତାଙ୍କ ମୃତ୍ୟୁ ସମ୍ପର୍କରେ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ମୃତ୍ୟୁ ବରଣ କରିଥିବା ବ୍ୟକ୍ତି କୀଡିନ୍ ସମସ୍ୟାରେ ଆକ୍ରାନ୍ତ ଥିବା ସୂଚନା ମିଳିଛି । ଏହି ବ୍ୟକ୍ତିଙ୍କ ମୃତ୍ୟୁକୁ ମିଶାଇ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୮ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!