Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା : ଅବସରପ୍ରାପ୍ତ ସ୍କୁଲ ଏସ୍‌ଆଇ ଏବଂ ବ୍ୟବସାୟୀଙ୍କ ପରଲୋକ

by Anil Panda
October 3, 2020
in Health, Nayagarh
ନୟାଗଡ଼ କରୋନା ମୃତ୍ୟୁ, କୋଭିଡ୍ ନିୟମନୁସାରେ ହେବ ଶବ ସତ୍କାର
1.2k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାରି ଚାଲିଥିବା ବେଳେ ଆଜି ପୁଣି ଦୁଇ ଜଣ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି । ଏମାନଙ୍କ ମଧ୍ୟରେ ଜଣେ ଅବସର ପ୍ରାପ୍ତ ସ୍କୁଲ ଏସ୍‌ଆଇ ବୋଲି ଜଣାଯାଇଥିବା ବେଳେ ଅନ୍ୟ ଜଣେ ବ୍ୟବସାୟୀ ବୋଲି ଜଣାଯାଇଛି । ସୂଚନାନୁସାରେ, ନୟାଗଡ଼ ବ୍ଲକ ଗୋବିନ୍ଦପୁର ଗ୍ରାମର ଅବସରପ୍ରାପ୍ତ ସ୍କୁଲ ଏସ୍‌ଆଇ କୁଷ୍ଣଚନ୍ଦ୍ର ଦାଶ କିଛି ଦିନ ହେବ କରୋନା ଆକ୍ରାନ୍ତ ହୋଇ ଭୂବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁକୁ ନେଇ ଶିକ୍ଷକ ମହଲରେ ଶୋକର ଛାୟା ଖେଳି ଯାଇଛି । ସେହିଭଳି ଭାବେ ଦଶପଲ୍ଲା ଲକ୍ଷ୍ମୀବଜାରରେ ଦୋକାନ କରିଥିବା ନରେନ୍ଦ୍ର ସୁବୁଦ୍ଧିଙ୍କର ଆଜି ପରଲୋକ ଘଟିଛି । ସେ ମଧ୍ୟ କରୋନା ଆକ୍ରାନ୍ତ ଥିବା ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!