Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ଆକ୍ରାନ୍ତ ଶିକ୍ଷାବିତ୍‌ଙ୍କ ପରଲୋକ

by Anil Panda
October 7, 2020
in Nayagarh
କରୋନା ଆକ୍ରାନ୍ତ ଶିକ୍ଷାବିତ୍‌ଙ୍କ ପରଲୋକ
823
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗଣିଆ ପାଟଣାସାହିର ବରିଷ୍ଠ ଶିକ୍ଷାବିତ୍‌, ଆୟୁବେର୍ଦିକ ଚିକିତ୍ସକ ତଥା ରାମଲୀଳାର ବରିଷ୍ଠ କଳାକାର ଉପେନ୍ଦ୍ର ନାଥ ସାହୁଙ୍କ ପରଲୋକ ଘଟିଛି । ସେ କରୋନାରେ ଆକ୍ରାନ୍ତ ହେବା ପରେ କିମ୍ସ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତାଙ୍କର ଦୁଇ ଦିନ ହେବ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିବାରୁ ସେ ଆଇସିୟୁରେ ଥିଲେ । ବୁଧବାର ଦି ପହର ସମୟରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କର ମର ଶରୀରକୁ ସତ୍ୟନଗର ମଶାଣୀରେ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡିଛି । ସେ ଜଣେ ପରୋପକାରୀ, କର୍ତ୍ତବ୍ୟନିଷ୍ଠ ଓ ଦରଦୀ ମଣିଷ ଥିଲେ । ପେଟ ସମସ୍ୟା ଠାରୁ ଆରମ୍ଭ କରି ମହିଳା ଓ ଶିଶୁ ମାନଙ୍କର ପ୍ରତ୍ୟେକ ସମସ୍ୟାକୁ ସେ ଆୟୁର୍ବେଦିକ ଚିକିତ୍ସା ମାଧ୍ୟମରେ ଆରୋଗ୍ୟ କରୁଥିଲେ । ଗଣିଆ ରାମଲୀଲାରେ ସେ ଦୀର୍ଘ ବର୍ଷ ଧରି ହନୁମାନ ଓ ରାବଣ ଭୂମିକାରେ ଅଭିନୟ କରି ଦର୍ଶକଙ୍କ ମନ କିଣି ପାରିଥିଲେ । ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!