Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ମୃତକଙ୍କ ମୁଦି ଓ ମୋବାଇଲ ଲୁଟ

by Anil Panda
August 15, 2020
in Feature News, Nayagarh
ଯୁବକ, ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ
1.7k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଆଜି ସୁଦ୍ଧା ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ଏଭଳି ସ୍ଥତିରେ ଗତକାଲି ଜଣେ ଜନ ପ୍ରତିନିଧିଙ୍କ କରୋନା କାରଣରୁ ମୃତ୍ୟୁ ଘଟିଥିବା ଜଣାଯାଇଛି । ଏନେଇ ସରକାରୀ ସ୍ତରରେ କିଛି ସୂଚନା ଆସିନଥିବା ବେଳେ ଘଟଣା କିନ୍ତୁ ସତ ବୋଲି ଜଣାଯାଇଛି । ଏହି ଜନପ୍ରତିନିଧିଙ୍କ ସୁନା ମୁଦି ଏବଂ ମୋବାଇଲକୁ ହସ୍ପିଟାଲରେ କେହି ହରମଚାଲ କରିଥିବା ନେଇ ଆଜି ନୟାଗଡ଼ ଜିଲ୍ଲାରେ ଚର୍ଚ୍ଚା ଜୋର ଧରିଛି । କିଭଳି ଏବଂ କେଉଁ ପରିସ୍ଥିତିରେ କରୋନା ମୃତକଙ୍କ ମୋବାଇଲ ଏବଂ ସୁନାମୁଦି ଲୁଟ ହେଲା ତାକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!