Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିଂଗାପୁରରେ ସାଂଘାତିକ ରୂପ ଧାରଣ କରୁଛି କରୋନା

by ସଞ୍ଜୟ ସ୍ୱାଇଁ
May 18, 2024
in NATIONAL NEWS, WORLD
ସିଂଗାପୁରରେ ସାଂଘାତିକ ରୂପ ଧାରଣ କରୁଛି କରୋନା
192
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): କରୋନ ସଂକ୍ରମଣକୁ ନେଇ ଟିକେ ଆଶ୍ୱସ୍ତି ମିଳିଥିବା ବେଳେ ଏବେ କରୋନାର ଅନ୍ୟ ଏକ ଭାରିଆଣ୍ଟ ସିଂଗାପୁରରେ ସାଂଘାତିକ ସ୍ଥିତି ସୃଷ୍ଟି କରିଛି । ଏହାକୁ ନେଇ ଅନ୍ୟଦେଶମାନଙ୍କରେ ଆତଙ୍କ ଦେଖାଦେଇକ୍ତି । ସିଂଗାପୁରରେ ସ୍ଥିତି ସଂକଟ ଜନକ ଅବସ୍ଥାରେ ପହଂଚିଛି । ମେ’ ୫ ତାରିଖରୁ ୧୧ ତାରିଖ ମଧ୍ୟରେ ସିଂଗାପୁରରେ ୨୬ ହଜାର ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସିଂଗାପୁର ସ୍ୱାସ୍ଥ୍ୟମନ୍ତ୍ରୀ ଏନେଇ ଲୋକଙ୍କ ସତର୍କ ରହିବା ସହ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି । ସିଂଗାପୁର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି କି, ଏଠାରେ କରୋନାର ଏକ ନୂଆ ଭାରିଆଣ୍ଟ ଦେଖିବାକୁ ମିଳିଛି । ଏହି ଭାରିଆଣ୍ଟ ଦୃତ ଗତିରେ ସଂକ୍ରମିତ କରୁଛି । ଆଗାମୀ ଦୁଇ ସପ୍ତାହ ମଧ୍ୟରେ ସଂକ୍ରମଣ ଶୀଖରରେ ପହଂଚିପାରେ ବୋଲି ଅନୁମାନ କରାଯାଇଛି । ସିଂଗାପୁର ସ୍ୱାସ୍ଥ୍ୟମନ୍ତ୍ରଣାଳୟ କହିଛି କି, ପୂର୍ବ ସପ୍ତାହରେ ୧୩ ହଜାର ୭ ଶହ ସଂକ୍ରମିତ ଚିହ୍ନଟ ହୋଇଥିଲେ । ହେଲେ ଏବେ ସଂକ୍ରମିତଙ୍କ ସଂଖ୍ୟା ୨୬ ହଜାର ପାର ହୋଇଛି । ଦୈନିକ ୧୮୧ ରୁ ୨୫୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ମନ୍ତ୍ରଣାଳୟ କହିଛି ଯେ ହସ୍ପିଟାଲରେ ଶଯ୍ୟା କ୍ଷମତା ସଂରକ୍ଷଣ ପାଇଁ ନୂତନ ପଦକ୍ଷେପ ନିଆଯାଉଛି। ସରକାରୀ ଡାକ୍ତରଖାନାଗୁଡ଼ିକୁ ସେମାନଙ୍କର ଅଣ-ଜରୁରୀ ଇଲେକ୍ଟିଭ୍ ସର୍ଜରୀ ମାମଲା ହ୍ରାସ କରିବାକୁ ଏବଂ ଆକ୍ରାନ୍ତଙ୍କୁ ଉପଯୁକ୍ତ ପ୍ରଭାବଶାଳୀ ଚିକିତ୍ସା ପ୍ରଦାନ କରିବାକୁ କୁହାଯାଇଛି। ଘରେ ସାମାନ୍ୟ ଅସୁସ୍ଥ ବ୍ୟକ୍ତିଙ୍କ ଯତ୍ନ ନେବାକୁ ମଧ୍ୟ କୁହାଯାଇଛି। ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି, ଦୁର୍ବଳ ବ୍ୟକ୍ତିଙ୍କ ଯତ୍ନ ନେବାକୁ କୁହାଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!