Wednesday, February 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରେ ନୂଆ ୪୦ ଆକ୍ରାନ୍ତ ଚିହ୍ନଟ

by ସଞ୍ଜୟ ସ୍ୱାଇଁ
October 12, 2020
in Nayagarh
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
291
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଏବେ ଭୟାନକ ସ୍ଥିତିରେ ପହଂଚି ସାରିଛି । ଆଜି ନୟାଗଡ଼ ଜିଲ୍ଲାରୁ ଆଜି ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୫୪୨୪ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୧୨ ତାରିଖ ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୯୧୩ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଫଳରେ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩୫ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!