ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲାରେ ୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଆକ୍ରାନ୍ତ ଆଜି ସୁସ୍ଥ ହୋଇଥିବା ଜଣାଯାଇଛି । ଜିଲ୍ଲାରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ରେ ପହଞ୍ଚିଥିବା ଜଣାଯାଇଛି । ଜିଲ୍ଲାରେ ଟୀକା କରଣ ବନ୍ଦ ହୋଇ ଯାଇଥିବାରୁ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି ।





