Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦୁଝରରେ ୨ ଆକ୍ରାନ୍ତ, ରାଜ୍ୟରେ ୪୩୯ ଆକ୍ରାନ୍ତ ସଂଖ୍ୟା

by Anil Panda
May 12, 2020
in Breaking
କେନ୍ଦୁଝରରେ ୨ ଆକ୍ରାନ୍ତ, ରାଜ୍ୟରେ ୪୩୯ ଆକ୍ରାନ୍ତ ସଂଖ୍ୟା
10
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ଆଜି ସକାଳୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ କେନ୍ଦୁଝର ଜିଲ୍ଲାରୁ ୨ କରୋନା ପଜେଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯ ରେ ପଂହଚିଛି । ଆଜି ଗୋଟିଏ ଦିନରେ ରାଜ୍ୟରେ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!