Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୧୫୧୭, ନୂଆ ୭୯, ନୟାଗଡ଼ ୪୮ରେ ପଂହଚିଲା

by Anil Panda
May 26, 2020
in Breaking
ରାଜ୍ୟରେ ୧୫୧୭, ନୂଆ ୭୯, ନୟାଗଡ଼ ୪୮ରେ ପଂହଚିଲା
22
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ରେ ପଂହଚିଛି । ରାଜ୍ୟରେ ନୂଆ ଜିଲ୍ଲା ଭାବେ ସୋନପୁର ଜିଲ୍ଲା ସାମିଲ ହୋଇଛି । ରାଜ୍ୟର ମୋଟ ୨୯ ଜିଲ୍ଲାରେ କରୋନା ପଂହଚିଥିବା ବେଳେ ଆଜି ସେଥିମଧ୍ୟରେ ଗଂଜାମ ଜିଲ୍ଲାରୁ ୫, ଯାଜପୁର ୨, ବାଲେଶ୍ୱର ୪, ଭଦ୍ରକ ୮, ଖୋର୍ଦ୍ଧା ୪, ପୁରୀ ୪, କଟକ ୧୬, କେନ୍ଦ୍ରାପଡ଼ା ୬, ନୟାଗଡ଼ ୩, ଅନୁଗୁଳୁ ୧, ବଲାଙ୍ଗିର ୧୪, ଝାରସୁଗୁଡ଼ା ୧, ସୋନପୁର ୧, କେନ୍ଦୁଝର ୮, କନ୍ଧମାଳ ୭, ଓ ଢ଼େଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ରାଜ୍ୟରେ ୧୫୧୭ ଜଣ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୬୧ ଜଣ ସକ୍ରିୟ ଥିବା ବେଳେ ୬୪୯ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ୭ ଜଣ ମୃତ୍ୟୁ ବରଣ କରିଛନ୍ତି । ଅନ୍ୟପକ୍ଷେ, ନୟାଗଡ଼ ଜିଲ୍ଲାରେ ମୋଟ ପୂର୍ବରୁ ୪୫ ଜଣ ଆକ୍ରାନ୍ତ ରହିଥିବା ବେଳ ଏହା ଏବେ ୪୮ରେ ପଂହଚିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!