Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୫୪ ହଜାର ପାର, ନୂଆ ୧୯୭୭, ନୟାଗଡ଼ ୭୫

by Anil Panda
August 14, 2020
in Breaking, Nayagarh
୧୦୬ରେ ଓଡ଼ଗାଁରୁ ସର୍ବାଧିକ ୨୭
749
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୧୯୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ହଜାର ୬୩୦ରେ ପଂହଚିଛି । ସେଥିମଧ୍ୟରେ ୧୨୪୧ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୭୩୬ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୨, ବାଲେଶ୍ୱର ୫୬, ବରଗଡ଼ ୨୨, ଭଦ୍ରକ ୧୧୮, ବଲାଙ୍ଗିର ୭, ବୈାଦ୍ଦ ୫, କଟକ ୧୦୧, ଦେଓଗଡ଼ ୨, ଢେଙ୍କାନାଳ ୪୦, ଗଂଜାମ ୨୮୦, ଗଜପତି ୯୩, ଜଗତସିଂହପୁର ୩୪, ଯାଜପୁର ୬୯, ଝାରସୁଗୁଡ଼ା ୧୧, କଳାହାଣ୍ଡି ୪୮, କନ୍ଧମାଳ ୬୦, କେନ୍ଦ୍ରାପଡ଼ା ୬, କେନ୍ଦୁଝର ୧୦, ଖୋର୍ଦ୍ଧା ୩୩୨, କୋରାପୁଟ ୯୦, ମାଲକାନଗିରି ୫୨, ମୟୁରଭଂଜ ୧୨୦, ନବରଂଗପୁର ୧୭, ନୟାଗଡ଼ ୭୫, ନୂଆପଡ଼ା ୨୦, ପୁରୀ ୮୩, ରାୟଗଡ଼ା ୭୦, ସମ୍ବଲପୁର ୫୯, ସୋନପୁର ୭, ସୁନ୍ଦରଗଡ଼ ୮୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୩୩୫ ଟି ମାମଲା ସକ୍ରିୟ ରହିଥିବା ୩୭୯୦୦ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!